ଦାନିୟେଲ 2:48 - ଓଡିଆ ବାଇବେଲ48 ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା। Gade chapit laପବିତ୍ର ବାଇବଲ (Re-edited) - (BSI)48 ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ଵ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ଵାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା। Gade chapit laପବିତ୍ର ବାଇବଲ48 ତା'ପରେ ରାଜା ଦାନିୟେଲଙ୍କୁ ତାଙ୍କ ରାଜ୍ୟରେ ଏକ ମହାନ କାର୍ଯ୍ୟରେ ନିଯୁକ୍ତି କଲେ ଓ ବହୁମୂଲ୍ୟ ଉପହାରମାନ ଦେଲେ। ଆଉ ବାବିଲ ପ୍ରଦେଶ ଉପରେ ତାଙ୍କୁ ସମସ୍ତ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ସବୁ ବିଦ୍ୱାନ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲେ। Gade chapit la |
ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;