Biblia Todo Logo
Bib sou entènèt

- Piblisite -




ଦାନିୟେଲ 2:7 - ଓଡିଆ ବାଇବେଲ

7 ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେମାନେ ଦ୍ଵିତୀୟ ଥର ଉତ୍ତର ଦେଇ କହିଲେ, ମହାରାଜା, ଆପଣା ଦାସମାନଙ୍କୁ ସ୍ଵପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, “ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।”

Gade chapit la Kopi

ପବିତ୍ର ବାଇବଲ

7 ପୁନର୍ବାର ବିଜ୍ଞ ବ୍ୟକ୍ତିମାନେ ରାଜାଙ୍କୁ କହିଲେ, “ମହାରାଜ, ଆପଣ ଦାସମାନଙ୍କୁ ସ୍ୱପ୍ନଟି ଜଣାନ୍ତୁ। ତାହାହେଲେ ଆମ୍ଭେମାନେ ତାହାର ଅର୍ଥ ପ୍ରକାଶ କରିବୁ।”

Gade chapit la Kopi




ଦାନିୟେଲ 2:7
5 Referans Kwoze  

ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।


ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋ’ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।


ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।


ରାଜା ଉତ୍ତର କରି କହିଲା, ମୋ’ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।


ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋ’ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।


Swiv nou:

Piblisite


Piblisite