Biblia Todo Logo
Bib sou entènèt

- Piblisite -




ଦାନିୟେଲ 4:8 - ଓଡିଆ ବାଇବେଲ

8 ମାତ୍ର ଅବଶେଷରେ ମୋ’ ଦେବତାର ନାମାନୁସାରେ ବେଲ୍‍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋ’ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ଵପ୍ନଟି ଜଣାଇ କହିଲି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ମାତ୍ର ଅବଶେଷରେ ମୋʼ ଦେବତାର ନାମାନୁସାରେ ବେଲ୍‍ଟଶତ୍ସର ନାମବିଶିଷ୍ଟ ଦାନିୟେଲ ମୋʼ ନିକଟକୁ ଆସିଲେ, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ମୁଁ ତାଙ୍କୁ ସ୍ୱପ୍ନଟି ଜଣାଇ କହିଲି,

Gade chapit la Kopi

ପବିତ୍ର ବାଇବଲ

8 ଅବଶେଷରେ ମୋ’ ଦେବତାର ନାମାନୁସାରେ ବେ‌‌ଲ୍‌‌‌‌ଟଶତ୍ସର ନାମ ବିଶିଷ୍ଟ ଦାନିୟେଲ ମୋ’ ନିକଟକୁ ଆସିଲେ, ତାହାଙ୍କ ଅନ୍ତରରେ ପବିତ୍ର ପରମେଶ୍ୱରଙ୍କ ଆତ୍ମା ଅଛନ୍ତି, ମୁଁ ତାଙ୍କୁ ସ୍ୱପ୍ନ ବିଷୟରେ ଜଣାଇଲି।

Gade chapit la Kopi




ଦାନିୟେଲ 4:8
14 Referans Kwoze  

ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍‍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍‍, ମୀଶାୟେଲଙ୍କୁ ମୈଶକ୍‍ ଓ ଅସରୀୟକୁ ଅବେଦ୍‍ନଗୋ ନାମ ଦେଲା।


ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।


ମୁଁ ରାଜା ନବୂଖଦ୍‍ନିତ୍ସର ଏହି ସ୍ୱପ୍ନ ଦେଖିଅଛି; ଏବେ ହେ ବେଲ୍‍ଟଶତ୍ସର, ତୁମ୍ଭେ ଅର୍ଥ ଜଣାଅ, କାରଣ ମୋ’ ରାଜ୍ୟସ୍ଥ ସମସ୍ତ ବିଦ୍ୱାନ୍‍ ଲୋକ ତହିଁର ଅର୍ଥ ମୋତେ ଜଣାଇବାକୁ ଅକ୍ଷମ ଅଟନ୍ତି; ମାତ୍ର ତୁମ୍ଭେ ସକ୍ଷମ ଅଟ, କାରଣ ତୁମ୍ଭ ଅନ୍ତରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି।


ହେ ମନ୍ତ୍ରବେତ୍ତାଗଣର ଅଧ୍ୟକ୍ଷ ବେଲ୍‍ଟଶତ୍ସର, ମୁଁ ଜାଣେ, ପବିତ୍ର ଦେବଗଣର ଆତ୍ମା ତୁମ୍ଭ ଅନ୍ତରେ ଅଛନ୍ତି ଓ କୌଣସି ନିଗୂଢ଼ ବାକ୍ୟ ତୁମ୍ଭ ପ୍ରତି କଷ୍ଟକର ହୁଏ ନାହିଁ, ଏଥିପାଇଁ ମୁଁ ସ୍ୱପ୍ନରେ ଯେଉଁ ଯେଉଁ ଦର୍ଶନ ପାଇଅଛି, ତାହା ଓ ତହିଁର ଅର୍ଥ ମୋତେ ଜଣାଅ।


ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।


“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’


ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, “ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି ? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,


ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।


ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା ? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”


ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର ?


ନବୂଖଦ୍‍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, ହେ ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋ’ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ ?


ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ।


Swiv nou:

Piblisite


Piblisite