ଦାନିୟେଲ 5:13 - ଓଡିଆ ବାଇବେଲ13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ ? Gade chapit laପବିତ୍ର ବାଇବଲ (Re-edited) - (BSI)13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା। ରାଜା ଦାନିୟେଲଙ୍କୁ କହିଲା, ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ଦାନିୟେଲଙ୍କୁ ରାଜାର ଛାମୁକୁ ଅଣାଗଲା ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜା ଯିହୁଦା ଦେଶରୁ ଯେଉଁମାନଙ୍କୁ ଆଣିଥିଲେ, ସେହି ନିର୍ବାସିତ ଯିହୁଦୀ ଲୋକମାନଙ୍କ ମଧ୍ୟରେ ଯେଉଁ ଦାନିୟେଲ ଥିଲେ, ସେ କି ତୁମ୍ଭେ? Gade chapit laପବିତ୍ର ବାଇବଲ13 ତହୁଁ ଦାନିୟେଲଙ୍କୁ ରାଜାଙ୍କ ଛାମୁକୁ ଅଣାଗଲା। ରାଜା ଦାନିୟେଲଙ୍କୁ କହିଲା, “ମୋର ପିତା ମହାରାଜ ଯିହୁଦା ଦେଶରୁ ଯେଉଁ ନିର୍ବାସିତ ଯିହୁଦୀମାନଙ୍କୁ ଆଣିଥିଲେ ସେମାନଙ୍କ ମଧ୍ୟରେ ତୁମ୍ଭେ ଦାନିୟେଲ ଅନ୍ୟତମ ଅଟକି? Gade chapit la |
ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;