ଦାନିୟେଲ 6:1 - ଓଡିଆ ବାଇବେଲ1 ଦାରୀୟାବସ ସମୁଦାୟ ରାଜ୍ୟରେ ଏକଶତ ବିଂଶତି ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ Gade chapit laପବିତ୍ର ବାଇବଲ (Re-edited) - (BSI)1 ଦାରୀୟାବସ ସମୁଦାୟ ରାଜ୍ୟରେ ଏକଶତ ବିଂଶତି ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦାରୀୟାବସ ସମୁଦାୟ ରାଜ୍ୟରେ ଏକ ଶହ କୋଡ଼ିଏ ଜଣ କ୍ଷିତିପାଳ ରାଜ୍ୟ ଉପରେ ନିଯୁକ୍ତ କରିବାକୁ Gade chapit laପବିତ୍ର ବାଇବଲ1 ଦାରିୟାବସ ଚିନ୍ତାକଲେ ସମୁଦାୟ ରାଜ୍ୟରେ ଶାସନ କରିବକୁ 120 କ୍ଷିତିପାଳ ନିଯୁକ୍ତ କଲେ ଭଲ ହେବ। Gade chapit la |
ତହିଁରେ ରାଜା ନବୂଖଦ୍ନିତ୍ସର ସେହି ଯେଉଁ ପ୍ରତିମା ସ୍ଥାପନ କରିଥିଲା, ତାହାର ପ୍ରତିଷ୍ଠା କରିବାକୁ ଆସିବା ପାଇଁ କ୍ଷିତିପାଳମାନଙ୍କୁ, ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷଗଣଙ୍କୁ, ବିଚାରକର୍ତ୍ତାଗଣଙ୍କୁ, କୋଷାଧ୍ୟକ୍ଷଗଣଙ୍କୁ, ବ୍ୟବସ୍ଥାପକଗଣଙ୍କୁ, ବେବର୍ତ୍ତାଗଣଙ୍କୁ ଓ ପ୍ରଦେଶୀୟ ସକଳ ଶାସନକର୍ତ୍ତାଗଣଙ୍କୁ ଏକତ୍ର କରିବା ପାଇଁ ରାଜା ନବୂଖଦ୍ନିତ୍ସର ଲୋକ ପ୍ରେରଣ କଲା।