ଦାନିୟେଲ 6:8 - ଓଡିଆ ବାଇବେଲ8 ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଏବେ ହେ ମହାରାଜ, ମାଦୀୟ ଓ ପାରସିକ-ମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ଵାକ୍ଷର କରନ୍ତୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।” Gade chapit laପବିତ୍ର ବାଇବଲ8 ଏବେ ହେ ମହାରାଜା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।” Gade chapit la |
ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି ? ରାଜା ଉତ୍ତର କରି କହିଲା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।
ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା।