Biblia Todo Logo
Bib sou entènèt

- Piblisite -




ଦାନିୟେଲ 8:10 - ଓଡିଆ ବାଇବେଲ

10 ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ତାହା ଆକାଶମଣ୍ତଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା।

Gade chapit la Kopi

ପବିତ୍ର ବାଇବଲ

10 ସେହି ଛୋଟ ଶିଙ୍ଗଟି ଆକାଶ ପର୍ଯ୍ୟନ୍ତ ବଢ଼ିଲା। ଏହା ଆକାଶର କେତେକ ତାରାଙ୍କୁ ଭୂମିରେ ଖସାଇ ପକାଇଲା ଓ ସେମାନଙ୍କୁ ପାଦରେ ଦଳିଲା।

Gade chapit la Kopi




ଦାନିୟେଲ 8:10
9 Referans Kwoze  

ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା ।


ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;


ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।


ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା।


ସେତେବେଳେ ସେ ଅନେକ ସମ୍ପତ୍ତି ନେଇ ଆପଣା ଦେଶକୁ ଫେରି ଯିବ ଓ ତାହାର ଚିତ୍ତ ପବିତ୍ର ନିୟମର ପ୍ରତିଫଳ ହେବ; ଆଉ, ସେ ସ୍ଵେଚ୍ଛାମତ କର୍ମ କରି ଆପଣା ଦେଶକୁ ଫେରି ଯିବ।


କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରି ଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରି ଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।


ତୁମ୍ଭେମାନେ ତାହାକୁ ମତ୍ତ କରାଅ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି; ପୁଣି, ମୋୟାବ ଆପଣା ବାନ୍ତିରେ ଗଡ଼ିବ, ମଧ୍ୟ ସେ ପରିହାସାସ୍ପଦ ହେବ।


Swiv nou:

Piblisite


Piblisite