Biblia Todo Logo
Bib sou entènèt

- Piblisite -




ଦାନିୟେଲ 8:21 - ଓଡିଆ ବାଇବେଲ

21 ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟ ସ୍ଥାନରେ ଥିବାର ବୃହତ୍‍ ଶୃଙ୍ଗ ପ୍ରଥମ ରାଜା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟସ୍ଥାନରେ ଥିବାର ବୃହତ୍ ଶୃଙ୍ଗ ପ୍ରଥମ ରାଜା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସେ ଲୋମଶ ଛାଗ ଯବନ ଦେଶର ରାଜା ଓ ତାହାର ଦୁଇ ଚକ୍ଷୁର ମଧ୍ୟସ୍ଥାନରେ ଥିବାର ବୃହତ ଶୃଙ୍ଗ ପ୍ରଥମ ରାଜା।

Gade chapit la Kopi

ପବିତ୍ର ବାଇବଲ

21 ଆଉ ସେ ଛାଗ ହେଉଛି ଯବନ ଦେଶର ରାଜା। ସେହି ଛାଗର ଦୁଇ ଚକ୍ଷୁ ମଧ୍ୟରେ ଥିବା ବୃହତ୍ ଶିଙ୍ଗଟି ପ୍ରଥମ ରାଜା।

Gade chapit la Kopi




ଦାନିୟେଲ 8:21
9 Referans Kwoze  

ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ୱରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ।


ତହିଁରେ ସେ କହିଲେ, “ଆମ୍ଭେ କି ନିମନ୍ତେ ତୁମ୍ଭ ନିକଟକୁ ଆସିଅଛୁ, ତାହା କି ତୁମ୍ଭେ ଜାଣ ? ଏବେ ଆମ୍ଭେ ପାରସ୍ୟର ଅଧିପତି ସଙ୍ଗେ ଯୁଦ୍ଧ କରିବା ପାଇଁ ଫେରିଯିବା; ଆଉ, ଆମ୍ଭେ ବାହାରିଲେ, ଦେଖ, ଗ୍ରୀସ୍‍ର ଅଧିପତି ଆସିବ।


ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା।


ଆଉ, ଯେଉଁ ଶୃଙ୍ଗ ଭଗ୍ନ ହୋଇ ତହିଁର ସ୍ଥାନରେ ଯେ ଚାରି ଶୃଙ୍ଗ ଉତ୍ପନ୍ନ ହେଲା, ଏଥିରେ ସେହି ଦେଶୀୟମାନଙ୍କ ମଧ୍ୟରୁ ଚାରି ରାଜ୍ୟ ଉତ୍ପନ୍ନ ହେବାର ଜାଣିବ, ମାତ୍ର ପରାକ୍ରମରେ ତାହାର ତୁଲ୍ୟ ନୋହିବ।


ଏବେ, ଆମ୍ଭେ ତୁମ୍ଭଙ୍କୁ ସତ୍ୟ କଥା ଜଣାଇବା। ଦେଖ, ପାରସ୍ୟରେ ଆଉ ତିନି ରାଜା ଉତ୍ପନ୍ନ ହେବେ ଓ ଚତୁର୍ଥ ରାଜା ସେହି ସମସ୍ତଙ୍କ ଅପେକ୍ଷା ଅଧିକ ଧନଶାଳୀ ହେବ; ଆଉ, ସେ ଆପଣା ଧନରେ ବଳବାନ ହେଲେ ଗ୍ରୀସ୍‍ ରାଜ୍ୟ ବିରୁଦ୍ଧରେ ସମସ୍ତଙ୍କୁ ଉତ୍ତେଜିତ କରିବ।


ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୁନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।


ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।


କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀରସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍‍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ୍ଗ ସ୍ୱରୂପ କରିବା।


Swiv nou:

Piblisite


Piblisite