ଦାନିୟେଲ 9:12 - ଓଡିଆ ବାଇବେଲ12 ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରା ଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ଵାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରା ଯାଇଅଛି, ସମୁଦାୟ ଆକାଶମଣ୍ତଳ ତଳେ ସେପରି କରାଯାଇ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରାଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ। Gade chapit laପବିତ୍ର ବାଇବଲ12 “ତାଙ୍କ କାରଣରୁ ଆମ୍ଭମାନଙ୍କୁ ଓ ଯେଉଁମାନେ ଆମ୍ଭଙ୍କୁ ବିଗ୍ଭର ଦେଲେ, ସେମାନଙ୍କ ବିରୁଦ୍ଧରେ ମହା ଅମଙ୍ଗଳ ଘଟାଇଛନ୍ତି। ଏହି କାରଣରୁ କୌଣସି ନଗର ଯିରୁଶାଲମ ପରି ଦୁଃଖ ଭୋଗ କରି ନାହିଁ। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”