ଦ୍ଵିତୀୟ ବିବରଣ 4:1 - ଓଡିଆ ବାଇବେଲ1 ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏବେ ହେ ଇସ୍ରାଏଲ, ମୁଁ ଯେ ଯେ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ; ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ। Gade chapit laପବିତ୍ର ବାଇବଲ1 “ବର୍ତ୍ତମାନ ହେ ଇସ୍ରାଏଲ ମୁଁ ଯେଉଁ ନିୟମ ଓ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର। ତାହା ପାଳନ କଲେ ତୁମ୍ଭେମାନେ ବଞ୍ଚିବ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ। Gade chapit la |
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।