Biblia Todo Logo
Bib sou entènèt

- Piblisite -




ଉପଦେଶକ 11:3 - ଓଡିଆ ବାଇବେଲ

3 ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯେବେ ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ।

Gade chapit la Kopi

ପବିତ୍ର ବାଇବଲ

3 କେତେଗୁଡ଼ିଏ କଥା ଅଛି ଯାହାକି ତୁମ୍ଭେ ନିଶ୍ଚିତ ହେବ। ଯଦି ମେଘମାଳା ବର୍ଷାବିନ୍ଦୁରେ ପୂର୍ଣ୍ଣ ହୋଇଥା’ନ୍ତି, ତେବେ ସେଗୁଡ଼ିକ ପୃଥିବୀରେ ପାଣି ଢାଳି ଦେବେ। ଏବଂ ବୃକ୍ଷ ଯଦି ଦକ୍ଷିଣ କିଅବା ଉତ୍ତର ଦିଗରେ ପଡ଼େ ତେବେ ଯେଉଁ ସ୍ଥାନରେ ପଡ଼େ ସେହି ସ୍ଥାନରେ ରହିବ।

Gade chapit la Kopi




ଉପଦେଶକ 11:3
9 Referans Kwoze  

କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ କିପରି ରହିପାରେ ?


ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରି ଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି ?


ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ।


ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ ।


ସାତ ଜଣକୁ, ବରଞ୍ଚ ଆଠ ଜଣକୁ ଅଂଶ ବିତରଣ କର; କାରଣ ପୃଥିବୀରେ କି ବିପଦ ଘଟିବ, ତାହା ତୁମ୍ଭେ ଜାଣ ନାହିଁ।


ଯେଉଁ ଲୋକ ପବନକୁ ଅନାଏ, ସେ ବୁଣିବ ନାହିଁ ଓ ଯେଉଁ ଲୋକ ମେଘକୁ ଅନାଏ, ସେ କାଟିବ ନାହିଁ।


Swiv nou:

Piblisite


Piblisite