Biblia Todo Logo
Bib sou entènèt

- Piblisite -




ଉପଦେଶକ 12:4 - ଓଡିଆ ବାଇବେଲ

4 ଓ ପଥଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଓ ପଥଆଡ଼େ ଦ୍ଵାର ରୁଦ୍ଧ ହେବ, ସେସମୟରେ ପେଷଣ ଶଦ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଓ ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;

Gade chapit la Kopi

ପବିତ୍ର ବାଇବଲ

4 ପଥ ଆଡ଼େ ଦ୍ୱାର ରୁଦ୍ଧ ହେବ। ସେ ସମୟରେ ପେଷେଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକେ ଜାଗି ଉଠିବେ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ।

Gade chapit la Kopi




ଉପଦେଶକ 12:4
5 Referans Kwoze  

ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରର ରବ ଓ କନ୍ୟାର ରବ, ଚକିର ଶବ୍ଦ ଓ ପ୍ରଦୀପର ଆଲୁଅ ଦୂର କରିବା।


ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କ’ଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କ’ଣ ତହିଁର ଆସ୍ୱାଦ ପାଇ ପାରେ ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ ?


ବୀଣାବାଦକ, ଗାୟକ, ବଂଶୀବାଦକ ଓ ତୁରୀବାଦକ ମାନଙ୍କର ଶବ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ, କୌଣସି ପ୍ରକାର ଶିଳ୍ପକର ତୋ ମଧ୍ୟରେ ଆଉ କେବେ ହେଁ ଦେଖାଯିବ ନାହିଁ, ଚକିପଥରର ଶଦ୍ଦ ତୋ ମଧ୍ୟରେ ଆଉ କେବେ ହେଁ ଶୁଣାଯିବ ନାହିଁ,


ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ।


କିଏ ତାହାର ମୁଖରୁ କବାଟ ଫିଟାଇପାରେ ? ତାହାର ଦନ୍ତର ଚତୁର୍ଦ୍ଦିଗରେ ତ୍ରାସ ଥାଏ।


Swiv nou:

Piblisite


Piblisite