Biblia Todo Logo
Bib sou entènèt

- Piblisite -




ଉପଦେଶକ 2:12 - ଓଡିଆ ବାଇବେଲ

12 ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ ? ଯାହା କରାଯାଇଅଛି, ତାହା ହିଁ ମାତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ମୁଁ ଜ୍ଞାନ, ଉନ୍ମତ୍ତତା ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାର ଉତ୍ତାରୁ ଆସଇ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ମୁଁ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ଦେଖିବାକୁ ପ୍ରବୃତ୍ତ ହେଲି; କାରଣ ଯେଉଁ ଲୋକ ରାଜାଙ୍କ ପରେ ଆସେ, ସେ କଅଣ କରିବ? ଯାହା କରାଯାଇଅଛି, ତାହା ହିଁ ମାତ୍ର।

Gade chapit la Kopi

ପବିତ୍ର ବାଇବଲ

12 ରାଜା ଯାହା କରି ପାରିବ ଅନ୍ୟ କେହି ଏପରି କରି ପାରିବ ନାହିଁ। ତୁମ୍ଭେ ଯାହା କରିବା ପାଇଁ ଗ୍ଭହୁଁଛ ବହୁତ ରାଜା ତାହା କରି ସାରିଛନ୍ତି। ତା'ପରେ ମୁଁ ଆଉଥରେ ଜ୍ଞାନ, ପାଗଳାମି ଓ ଅଜ୍ଞାନତା ବିଷୟରେ ଭାବିବାକୁ ଲାଗିଲି।

Gade chapit la Kopi




ଉପଦେଶକ 2:12
4 Referans Kwoze  

ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।


ଜ୍ଞାନ ଓ ବିଷୟମାନର ତତ୍ତ୍ୱ ଜାଣିବାକୁ, ପୁଣି ଦୁଷ୍ଟତା ଯେ ନିର୍ବୋଧତା ଓ ମୂର୍ଖତା ଯେ ପାଗଳାମି, ଏହା ଜାଣିବାକୁ ମୁଁ ଫେରିଲି ଓ ମୋହର ମନ ତାହା ଅନୁସନ୍ଧାନ ଓ ଅନ୍ଵେଷଣ କରିବାକୁ ନିବିଷ୍ଟ ହେଲା।


ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି।


Swiv nou:

Piblisite


Piblisite