ଉପଦେଶକ 2:14 - ଓଡିଆ ବାଇବେଲ14 ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି। Gade chapit laପବିତ୍ର ବାଇବଲ (Re-edited) - (BSI)14 ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରଇ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟଇ, ଏହା ମୁଁ ଦେଖିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି। Gade chapit laପବିତ୍ର ବାଇବଲ14 ଜ୍ଞାନବାନ ବ୍ୟକ୍ତି ଆଲୋକରେ ଗମନ କରେ, ମାତ୍ର ମୂର୍ଖ ବ୍ୟକ୍ତି ଅନ୍ଧକାରରେ ଗମନ କରେ। କିନ୍ତୁ ମୁଁ ଦେଖିଲି ଏକପ୍ରକାର ଘଟଣା ଉଭୟ ଜ୍ଞାନୀମାନଙ୍କ ଓ ମୂର୍ଖମାନଙ୍କ ପାଇଁ ଘଟୁଛି। ଶେଷରେ ଉଭୟ ମୃତ୍ୟୁବରଣ କରନ୍ତି। Gade chapit la |