Biblia Todo Logo
Bib sou entènèt

- Piblisite -




ଉପଦେଶକ 2:15 - ଓଡିଆ ବାଇବେଲ

15 ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋ’ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି ?” ତହୁଁ ମୁଁ ମନେ ମନେ କହିଲି, “ଏହା ହିଁ ଅସାର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ ମୁଁ ଆପଣା ମନେ ମନେ କହିଲି, ମୂର୍ଖ ପ୍ରତି ଯେରୂପ ଘଟେ, ମୋʼ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି? ତହୁଁ ମୁଁ ମନେ ମନେ କହିଲି, ଏହା ହିଁ ଅସାର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେରୂପ ଘଟେ, ମୋʼ ପ୍ରତି ହିଁ ସେରୂପ ଘଟିବ; ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି?” ତହୁଁ ମୁଁ ମନେ ମନେ କହିଲି, ଏହା ହିଁ ଅସାର।

Gade chapit la Kopi

ପବିତ୍ର ବାଇବଲ

15 ତେଣୁ ମୁଁ ଆପଣା ମନେ ମନେ କହିଲି, “ମୂର୍ଖ ପ୍ରତି ଯେପରି ଘଟେ, ମୋ’ ପ୍ରତି ହିଁ ସେହିପରି ଘଟିବ। ତେବେ ମୁଁ କାହିଁକି ଅଧିକ ଜ୍ଞାନବାନ ହେଲି।” ତେଣୁ ମୁଁ ଭାବିଲି, “ଏହା ମଧ୍ୟ ଅସାର।”

Gade chapit la Kopi




ଉପଦେଶକ 2:15
9 Referans Kwoze  

ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ ?


ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।


କାରଣ ଯେପରି ମୂର୍ଖର, ସେପରି ଜ୍ଞାନବାନ ଲୋକର ସ୍ମରଣ ସଦାକାଳ ନ ଥାଏ; ଯେହେତୁ ଭବିଷ୍ୟତରେ ସମସ୍ତେ ଭୁଲି ଯାଇଥିବେ। ଆହା ! ମୂର୍ଖ ଯେପରି ମରେ, ଜ୍ଞାନୀ ମଧ୍ୟ ସେପରି ମରେ।


କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।


ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋ’ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”


ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।


ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।


ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ ?


Swiv nou:

Piblisite


Piblisite