Biblia Todo Logo
Bib sou entènèt

- Piblisite -




ଉପଦେଶକ 2:21 - ଓଡିଆ ବାଇବେଲ

21 କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କାରଣ ଏକ ବ୍ୟକ୍ତି ଜ୍ଞାନ ଓ ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରଇ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ଏକ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ; ତଥାପି ଯେଉଁ ବ୍ୟକ୍ତି ତହିଁରେ ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ିଯିବ। ଏହା ହିଁ ଅସାର ଓ ଅତି ମନ୍ଦ।

Gade chapit la Kopi

ପବିତ୍ର ବାଇବଲ

21 କାରଣ ଜଣେ ବ୍ୟକ୍ତି ଜ୍ଞାନ, ବିଦ୍ୟା ଓ ଦକ୍ଷତା ସହିତ ପରିଶ୍ରମ କରେ, ତଥାପି ଯେଉଁ ବ୍ୟକ୍ତି ପରିଶ୍ରମ କରି ନାହିଁ, ତାହାର ଅଧିକାର ନିମନ୍ତେ ସେ ତାହା ଛାଡ଼ି ଯିବ। ଏ ମଧ୍ୟ ଅସାର ଏବଂ ପବନକୁ ଧରିବା ପରି।

Gade chapit la Kopi




ଉପଦେଶକ 2:21
15 Referans Kwoze  

ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।


ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ ? ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ ? ତହିଁରେ ତାହାର ମଙ୍ଗଳ ହେଲା।


ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।”


ପୁଣି, ଶାମୁୟେଲ ଭବିଷ୍ୟଦ୍‍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି।


ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ପଥରେ ଚାଲିଲେ, ଆଉ, ଦକ୍ଷିଣରେ କି ବାମରେ ଫେରିଲେ ନାହିଁ।


ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି।


ଏହେତୁ ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ସେହି ସମସ୍ତ ବିଷୟରେ ଆପଣା ଅନ୍ତଃକରଣକୁ ନିରାଶ କରାଇବାକୁ ପ୍ରବୃତ୍ତ ହେଲି।


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।


ହେ ପ୍ରଭୁ, ଏବେ ମୁଁ କାହିଁର ଅପେକ୍ଷା କରିବି ? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।


ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।


Swiv nou:

Piblisite


Piblisite