Biblia Todo Logo
Bib sou entènèt

- Piblisite -




ଉପଦେଶକ 3:10 - ଓଡିଆ ବାଇବେଲ

10 ପରମେଶ୍ୱର ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପରମେଶ୍ଵର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ ଆୟାସ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପରମେଶ୍ୱର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।

Gade chapit la Kopi

ପବିତ୍ର ବାଇବଲ

10 ମୁଁ ଦେଖିଲି, ସମସ୍ତ କଠିନ କାର୍ଯ୍ୟ ପରମେଶ୍ୱର ଆମ୍ଭମାନଙ୍କୁ କରିବାକୁ ଦେଇଥିଲେ।

Gade chapit la Kopi




ଉପଦେଶକ 3:10
6 Referans Kwoze  

ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”


ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ;


ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥି ନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ୱରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ ।


ତୁମ୍ଭେ ଯେପରି ବାୟୁର ଗତି, ଅବା ଗର୍ଭବତୀର ଉଦରରେ ଅସ୍ଥି କିପରି ବଢ଼େ, ତାହା ଜାଣ ନାହିଁ, ସେପରି ସର୍ବସାଧକ ପରମେଶ୍ୱରଙ୍କ କର୍ମ ହିଁ ଜାଣ ନାହିଁ।


Swiv nou:

Piblisite


Piblisite