ଉପଦେଶକ 3:2 - ଓଡିଆ ବାଇବେଲ2 ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ; Gade chapit laପବିତ୍ର ବାଇବଲ (Re-edited) - (BSI)2 ଜନ୍ମିବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ; Gade chapit laପବିତ୍ର ବାଇବଲ2 ଜନ୍ମ ହେବାର ଏକ ସମୟ ଅଛି, ଏବଂ ମରିବା ପାଇଁ ମଧ୍ୟ ଏକ ସମୟ ଅଛି। ବୃକ୍ଷ ରୋପଣ ପାଇଁ ସମୟ ଅଛି, ବୃକ୍ଷ ଉପାଡ଼ିବା ପାଇଁ ମଧ୍ୟ ଏକ ସମୟ ଅଛି। Gade chapit la |
ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚ ସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”