Biblia Todo Logo
Bib sou entènèt

- Piblisite -




ଉପଦେଶକ 4:15 - ଓଡିଆ ବାଇବେଲ

15 ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀଙ୍କି ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ଵିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।

Gade chapit la Kopi

ପବିତ୍ର ବାଇବଲ

15 ମୁଁ ଦେଖି ପାରୁଛି ଯେ, ପୃଥିବୀରେ ସୂର୍ଯ୍ୟତଳେ ଯେଉଁ ସମସ୍ତ ଲୋକମାନେ ବାସ କରୁଛନ୍ତି ଓ ଯାତାୟାତ କରୁଛନ୍ତି, ସେମାନେ ପରବର୍ତ୍ତୀ ଯୁବକକୁ ଅନୁସରଣ କଲେ, ଯିଏ କି ତା'ର ସାଙ୍ଗ, ତାଙ୍କର ସ୍ଥାନ ନେବେ।

Gade chapit la Kopi




ଉପଦେଶକ 4:15
3 Referans Kwoze  

ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା।


କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମି ଥିଲା।


ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


Swiv nou:

Piblisite


Piblisite