ଉପଦେଶକ 4:7 - ଓଡିଆ ବାଇବେଲ7 ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି। Gade chapit laପବିତ୍ର ବାଇବଲ (Re-edited) - (BSI)7 ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି। Gade chapit laପବିତ୍ର ବାଇବଲ7 ଏହା ପରେ ମୁଁ ପୁନ୍ନରାୟ ସୂର୍ଯ୍ୟ ତଳେ ଅସାର ଦେଖିଲି। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”