Biblia Todo Logo
Bib sou entènèt

- Piblisite -




ଉପଦେଶକ 5:5 - ଓଡିଆ ବାଇବେଲ

5 ମାନତ କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭର ମାନତ ନ କରିବାର ଭଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମାନତ କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭର ମାନତ ନ କରିବାର ଭଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାନତ କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭର ମାନତ ନ କରିବାର ଭଲ।

Gade chapit la Kopi

ପବିତ୍ର ବାଇବଲ

5 ପ୍ରତିଜ୍ଞା କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭେ ପ୍ରତିଜ୍ଞା ନ କରିବା ଭଲ।

Gade chapit la Kopi




ଉପଦେଶକ 5:5
8 Referans Kwoze  

ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା ? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା ? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଲ ।


ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।


ମାତ୍ର ଯେବେ ମାନତ ନ କର, ତେବେ ତହିଁରେ ପାପ ହେବ ନାହିଁ।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।


ସେତେବେଳେ ସେ ଆପଣା କନ୍ୟାକୁ ଦେଖି ଆପଣା ବସ୍ତ୍ର ଚିରି କହିଲେ, “ହାୟ, ହାୟ, ଆମ୍ଭର କନ୍ୟେ ! ତୁମ୍ଭେ ମୋତେ ଘୋର ସନ୍ତାପରେ ପକାଇଲ, ତୁମ୍ଭେ ମୋହର ଦୁଃଖଦାୟୀମାନଙ୍କ ମଧ୍ୟରେ ଜଣେ ହେଲ; କାରଣ ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛି, ଆଉ ପଛକୁ ହଟି ନ ପାରେ।”


ମାତ୍ର ମୁଁ ଧନ୍ୟବାଦ ସହିତ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ମୁଁ ଯାହା ମାନତ କରିଅଛି, ତାହା ପରିଶୋଧ କରିବି; ପରିତ୍ରାଣ ସଦାପ୍ରଭୁଙ୍କଠାରୁ ହୁଏ।”


ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।


କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।


Swiv nou:

Piblisite


Piblisite