Biblia Todo Logo
Bib sou entènèt

- Piblisite -




ଉପଦେଶକ 7:21 - ଓଡିଆ ବାଇବେଲ

21 ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମଧ୍ୟ ଯେତେ କଥା କୁହାଯାଏ, ସେସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଶାପ ଦେବାର ତୁମ୍ଭେ ଶୁଣିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମଧ୍ୟ ଯେତେ କଥା କୁହାଯାଏ, ସେହି ସବୁରେ ମନୋଯୋଗ କର ନାହିଁ; କଲେ କେଜାଣି ତୁମ୍ଭ ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ;

Gade chapit la Kopi

ପବିତ୍ର ବାଇବଲ

21 ଯାହା ତୁମ୍ଭଙ୍କୁ କୁହାଯାଇଛି, ସମସ୍ତ କଥାରେ ମନୋଯୋଗ ଦିଅ ନାହିଁ, ନ ହେଲେ ତୁମ୍ଭର ଦାସ ତୁମ୍ଭକୁ ଅଭିଶାପ ଦେବାର ତୁମ୍ଭେ ଶୁଣିବ।

Gade chapit la Kopi




ଉପଦେଶକ 7:21
7 Referans Kwoze  

ଦାସର ପ୍ରଭୁ ନିକଟରେ ତାହାର ଅପବାଦ କର ନାହିଁ, କଲେ ସେ ତୁମ୍ଭକୁ ଅଭିଶାପ ଦେବ ଓ ତୁମ୍ଭେ ଅପରାଧୀ ଗଣିତ ହେବ।


ସେମାନେ କଥାରେ ମନୁଷ୍ୟକୁ ଦୋଷୀ କରନ୍ତି ଓ ନଗର ଦ୍ୱାରରେ ଦୋଷବକ୍ତା ନିମନ୍ତେ ଫାନ୍ଦ ପାତନ୍ତି ଓ ଅକାରଣରେ ଧାର୍ମିକ ପ୍ରତି ଅନ୍ୟାୟ କରନ୍ତି।


ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋ’ର କ’ଣ କରିବାର ଅଛି ? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦକୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି ? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ ?’”


ଆଉ ଶିମୀୟି ରାଜାଙ୍କୁ କହିଲା, “ମୋ’ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋ’ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ।


କାରଣ ତୁମ୍ଭ ମନ ଜାଣେ ଯେ, ତୁମ୍ଭେ ମଧ୍ୟ ଅନ୍ୟମାନଙ୍କୁ ସେହିପରି ବାରମ୍ବାର ଅଭିଶାପ ଦେଇଅଛ।


ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ ? ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।


Swiv nou:

Piblisite


Piblisite