Biblia Todo Logo
Bib sou entènèt

- Piblisite -




ଉପଦେଶକ 7:6 - ଓଡିଆ ବାଇବେଲ

6 କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ହାଣ୍ତି ତଳେ କଣ୍ଟାର ଚଡ଼ଚଡ଼ ଶଦ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର।

Gade chapit la Kopi

ପବିତ୍ର ବାଇବଲ

6 ହାଣ୍ଡିତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି ମୂର୍ଖର ହାସ୍ୟ ସେହିପରି, ଏହା ମଧ୍ୟ ଅର୍ଥହୀନ।

Gade chapit la Kopi




ଉପଦେଶକ 7:6
10 Referans Kwoze  

ସେମାନେ ମହୁମାଛି ପରି ମୋତେ ଚାରିଆଡ଼େ ଘେରିଲେ; ସେମାନେ କଣ୍ଟା ନିଆଁ ପରି ନିଭି ଯାଇଅଛନ୍ତି; ସଦାପ୍ରଭୁଙ୍କ ନାମରେ ମୁଁ ସେମାନଙ୍କୁ ଉଚ୍ଛିନ୍ନ କରିବି।


ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।


ମୁଁ ହାସ୍ୟ ବିଷୟରେ କହିଲି, “ତାହା ପାଗଳାମି”, ଆନନ୍ଦ ବିଷୟରେ କହିଲି, “ତାହା କଅଣ କରେ ?”


କିନ୍ତୁ ଅବ୍ରାହାମ କହିଲେ, ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ ।


ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ । ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ ।


ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟୀଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”


ଅଜ୍ଞାନ ସହିତ ଜ୍ଞାନବାନ‍ର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ।


Swiv nou:

Piblisite


Piblisite