Biblia Todo Logo
Bib sou entènèt

- Piblisite -




ଉପଦେଶକ 9:16 - ଓଡିଆ ବାଇବେଲ

16 ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତେବେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

16 ତେବେ ମୁଁ କହିଲି, ବଳ ଅପେକ୍ଷା ଜ୍ଞାନ ଉତ୍ତମ। ଯଦିଓ ଗରିବ ଲୋକଟିର ଜ୍ଞାନକୁ ଉପେକ୍ଷା କରାଗଲା ଏବଂ ସେ ଯାହା କହେ କେହି ଶୁଣନ୍ତି ନାହିଁ।

Gade chapit la Kopi




ଉପଦେଶକ 9:16
13 Referans Kwoze  

ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।


ଜ୍ଞାନବାନ ଲୋକ ବଳବାନ, ପୁଣି, ବିଦ୍ୱାନ୍‍ ଲୋକ ବଳ ବଢ଼ାଏ।


ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ।


ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।”


ଧନୀର ଧନ ତାହାର ଦୃଢ଼ ନଗର, ଦରିଦ୍ରମାନଙ୍କ ଦରିଦ୍ରତା ସେମାନଙ୍କର ବିନାଶ।


ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ’ଠାରେ ଥାଏ; ମୁଁ ହିଁ ସୁବିବେଚନା; ମୋ’ଠାରେ ବଳ ଅଛି।


କାରଣ ଧନ ଯେପରି ଆଶ୍ରୟ ସ୍ୱରୂପ, ଜ୍ଞାନ ହିଁ ସେପରି ଆଶ୍ରୟ ସ୍ୱରୂପ ଅଟେ; ମାତ୍ର ବିଦ୍ୟାର ଶ୍ରେଷ୍ଠତା ଏହି ଯେ, ଜ୍ଞାନ ଆପଣା ଅଧିକାରୀର ଜୀବନ ରକ୍ଷା କରେ।


ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ।


Swiv nou:

Piblisite


Piblisite