Biblia Todo Logo
Bib sou entènèt

- Piblisite -




ଏଫିସୀୟ 4:20 - ଓଡିଆ ବାଇବେଲ

20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସେପ୍ରକାରେ ଶିକ୍ଷା କରି ନାହଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସେ ପ୍ରକାରେ ଶିକ୍ଷା କରି ନାହଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଏହିସବୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସମ୍ପର୍କରେ ଶିକ୍ଷା କରିଥିବା ବିଷୟ ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସେପ୍ରକାରେ ଶିକ୍ଷା କରି ନାହଁ;

Gade chapit la Kopi

ପବିତ୍ର ବାଇବଲ

20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟରେ ଯାହା ଶିଖିଲ, ସେଗୁଡ଼ିକ ଏହି ମନ୍ଦ କାମଠାରୁ ଭିନ୍ନ।

Gade chapit la Kopi




ଏଫିସୀୟ 4:20
8 Referans Kwoze  

ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ୱରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ । ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ ।


ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ ।


ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ ।


ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,


Swiv nou:

Piblisite


Piblisite