ଏଫିସୀୟ 4:31 - ଓଡିଆ ବାଇବେଲ31 ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୁର ହେଉ; Gade chapit laପବିତ୍ର ବାଇବଲ (Re-edited) - (BSI)31 ସମସ୍ତ ପ୍ରକାର କଟୁଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ। Gade chapit laପବିତ୍ର ବାଇବଲ (CL) NT (BSI)31 ସମସ୍ତ ତିକ୍ତତା, ଉତ୍ତେଜନା ଓ କ୍ରୋଧ ପରିହାର କର। ତିରସ୍କାର କିମ୍ବା ପରନିନ୍ଦା କର ନାହିଁ। କାହା ପ୍ରତି ଘୃଣାଭାବ ପୋଷଣ କର ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ; Gade chapit laପବିତ୍ର ବାଇବଲ31 କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ। Gade chapit la |
ତହିଁରେ ଇସ୍ରାଏଲ ଲୋକମାନେ ଯିହୁଦା- ଲୋକମାନଙ୍କୁ ଉତ୍ତର କରି କହିଲେ, “ରାଜାଙ୍କଠାରେ ଆମ୍ଭମାନଙ୍କର ଦଶ ଅଂଶ ଅଧିକାର ଅଛି, କାରଣ ଦଶ ଗୋଷ୍ଠୀର ସମ୍ପର୍କ ରାଜାଙ୍କ ସହିତ ଅଛି ଏବଂ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ମଧ୍ୟ ଆମ୍ଭମାନଙ୍କ ଅଧିକାର ଅଧିକ; ତେବେ ଆମ୍ଭମାନଙ୍କ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ ପ୍ରଥମେ ନ ନେଇ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ତୁଚ୍ଛ କଲ ?” ତହୁଁ ଇସ୍ରାଏଲ-ଲୋକମାନଙ୍କ ବାକ୍ୟ ଅପେକ୍ଷା ଯିହୁଦା ଲୋକମାନଙ୍କ ବାକ୍ୟ ଅଧିକ କଠୋର ହେଲା।