Biblia Todo Logo
Bib sou entènèt

- Piblisite -




ଏଫିସୀୟ 6:7 - ଓଡିଆ ବାଇବେଲ

7 ସ୍ୱାଧିନ କି ପରାଧିନ, ଯେ କେହି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସ୍ଵାଧୀନ କି ପରାଧୀନ, ଯେକେହି କୌଣସି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 କେବଳ ମନୁଷ୍ୟମାନଙ୍କ ସେବା କରୁଛ ନ ଭାବି ପ୍ରଭୁଙ୍କ ସେବା କଲା ଭଳି ଆନନ୍ଦରେ ତାହା କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସ୍ୱାଧୀନ କି ପରାଧୀନ, ଯେ କେହି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ,

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭର ସମସ୍ତ କର୍ତ୍ତବ୍ୟକୁ ଖୁସୀ ମନରେ କର ଓ ଏପରି ଭାବରେ କାର୍ଯ୍ୟ କର ଯେପରି ତୁମ୍ଭେମାନେ କେବଳ ମଣିଷମାନଙ୍କର ନୁହେଁ ବରଂ ପ୍ରଭୁଙ୍କ ସେବା ମଧ୍ୟ କରୁଛ।

Gade chapit la Kopi




ଏଫିସୀୟ 6:7
8 Referans Kwoze  

ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲାପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲାପରି କର ନାହିଁ;


ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ୱରଙ୍କ ଗୌରବ ନିମନ୍ତେ ସବୁ କର ।


ଏଥିରେ ତାହାର ଦାସମାନେ ନାମାନ୍‍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍‍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାଆନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”


ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ।


କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,


Swiv nou:

Piblisite


Piblisite