Biblia Todo Logo
Bib sou entènèt

- Piblisite -




ଏଷ୍ଟର 1:14 - ଓଡିଆ ବାଇବେଲ

14 ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍‍ମାଥା, ତର୍ଶୀଶ, ମେରସ୍‍, ମେର୍ସନା ଓ ମମୁଖନ୍‍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ;)

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, [ଏହି ସମୟରେିଁ କର୍ଶନା, ଶେଥର, ଅଦ୍ମାଥା, ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାର ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେନ୍ତ)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍‍ମାଥା, ତର୍ଶୀଶ, ମେରସ୍‍, ମେର୍ସନା ଓ ମମୁଖନ୍‍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)

Gade chapit la Kopi

ପବିତ୍ର ବାଇବଲ

14 ଏହି ସମୟରେ କର୍ଶନା, ଶେଥର, ଅ‌‌‌‌‌ଦ୍‌‌‌‌‌ମାଥା, ‌ତର୍ଶୀଶ, ମେରସ୍, ମେର୍ସନା ଓ ମମୁଖନ୍ ରାଜାର ନିକଟବର୍ତ୍ତୀ ଥିଲେ। ଏହି ସାତ ଜଣ ପାରସ୍ୟ ଓ ମାଦିୟା ଦେଶର ଅଧିପତି, ଯେଉଁମାନେ ରାଜାଙ୍କର ନିକଟତମ ଓ ରାଜ୍ୟକୁ ଶାସନ କରୁଥିଲେ।

Gade chapit la Kopi




ଏଷ୍ଟର 1:14
6 Referans Kwoze  

ଆଉ ନବୂଷରଦନ୍‍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।


କାରଣ ତୁମ୍ଭ ହସ୍ତସ୍ଥିତ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରମାଣେ ଯିହୁଦା ଓ ଯିରୂଶାଲମର ତତ୍ତ୍ୱାନୁସନ୍ଧାନ କରିବାକୁ,


ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।


ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ ।


(ରାଜା ପଚାରିଲେ) “ବଷ୍ଟୀ ରାଣୀ ନପୁଂସକମାନଙ୍କ ଦ୍ୱାରା ପ୍ରେରିତ ଅକ୍ଷଶ୍ୱେରଶ ରାଜାଙ୍କ ଆଜ୍ଞା ନ ମାନିବାରୁ ବ୍ୟବସ୍ଥାନୁସାରେ ଆମ୍ଭେମାନେ ତାହାଙ୍କୁ କଅଣ କରିବା ?


ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକ ଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା।


Swiv nou:

Piblisite


Piblisite