Biblia Todo Logo
Bib sou entènèt

- Piblisite -




ଏଷ୍ଟର 2:22 - ଓଡିଆ ବାଇବେଲ

22 ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀଙ୍କୁ ଜଣାଇଲେ; ପୁଣି, ଏଷ୍ଟର ମର୍ଦ୍ଦଖୟ ନାମ ନେଇ ରାଜାଙ୍କୁ ତାହା ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀକି ଜଣାଇଲା; ପୁଣି, ଏଷ୍ଟର ମର୍ଦ୍ଦଖୟ ନାମ ନେଇ ରାଜାକୁ ତାହା ଜଣାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀଙ୍କୁ ଜଣାଇଲେ; ପୁଣି, ଏଷ୍ଟର ମର୍ଦ୍ଦଖୟ ନାମ ନେଇ ରାଜାଙ୍କୁ ତାହା ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

22 ମାତ୍ର ମର୍ଦ୍ଦଖୟ ଏହା ଜାଣି ଏଷ୍ଟର ରାଣୀକୁ ଜଣାଇଲା। ପୁଣି ଏଷ୍ଟର ମର୍ଦ୍ଦଖୟ ନାମ ଦେଇ ରାଜାକୁ ତାହା ଜଣାଇଲା।

Gade chapit la Kopi




ଏଷ୍ଟର 2:22
6 Referans Kwoze  

ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ ।


ଆହା ! ଈଶ୍ୱରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !


ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।


ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍‍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍‍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ,” ତହିଁ ଉପରେ ଏହାକୁ ଫାଶୀ ଦିଅ।”


Swiv nou:

Piblisite


Piblisite