ଏଷ୍ଟର 2:23 - ଓଡିଆ ବାଇବେଲ23 ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ-ପୁସ୍ତକରେ ଲେଖାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)23 ତହିଁରେ ଅନୁସନ୍ଧାନ ଦ୍ଵାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାର ସାକ୍ଷାତରେ ଇତିହାସ-ପୁସ୍ତକରେ ଲେଖାଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ ପୁସ୍ତକରେ ଲେଖାଗଲା। Gade chapit laପବିତ୍ର ବାଇବଲ23 ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହେବାରୁ ସେହି ଦୁଇଜଣ ବୃକ୍ଷରେ ଫାଶି ପାଇଲେ। ଆଉ ସେହି କଥା ରାଜାର ସାକ୍ଷାତରେ କଚେରୀର ନକଲ ଖାତାରେ ଲେଖାଗଲା। Gade chapit la |