ଏଷ୍ଟର 3:12 - ଓଡିଆ ବାଇବେଲ12 ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତା-ଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା, ତାହା ଅକ୍ଷଶ୍ଵେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଶାସନକର୍ତ୍ତାଗଣ ପ୍ରତି ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲେ, ତାହା ଅକ୍ଷଶ୍ୱେରଶ ରାଜାଙ୍କ ନାମରେ ଲିଖିତ ଓ ରାଜାଙ୍କ ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା। Gade chapit laପବିତ୍ର ବାଇବଲ12 ଏଣୁ ପ୍ରଥମ ମାସର ତ୍ରୟୋଦଶ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ, ହାମନ୍ର ସମସ୍ତ ଆଜ୍ଞାନୁସାରେ ପ୍ରତ୍ୟେକ ପ୍ରଦେଶସ୍ଥ ରାଜ ପ୍ରତିନିଧିଗଣ ଓ ଅଧିପତିଗଣ ଓ ପ୍ରତ୍ୟେକ ଦେଶୀୟ ଲୋକଙ୍କ ଭାଷାନୁସାରେ ପତ୍ର ଲିଖିତ ହେଲା। ତାହା ଅକ୍ଷଶ୍ୱେରଶ ରାଜାର ନାମରେ ଲିଖିତ ଓ ରାଜାର ଅଙ୍ଗୁରୀୟରେ ମୁଦ୍ରାଙ୍କିତ ହେଲା। Gade chapit la |
ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି ? ରାଜା ଉତ୍ତର କରି କହିଲା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।