Biblia Todo Logo
Bib sou entènèt

- Piblisite -




ଏଷ୍ଟର 3:6 - ଓଡିଆ ବାଇବେଲ

6 ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲେ; କାରଣ ସେମାନେ ତାହାଙ୍କୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍‍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍‍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲା; କାରଣ ସେମାନେ ତାହାକୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍ ଅକ୍ଷଶ୍ଵେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ଜ୍ଞାନ କଲେ; କାରଣ ସେମାନେ ତାହାଙ୍କୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଥିଲେ, ତେଣୁ ହାମନ୍‍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ, ଅର୍ଥାତ୍‍, ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲେ,

Gade chapit la Kopi

ପବିତ୍ର ବାଇବଲ

6 ମାତ୍ର ସେ କେବଳ ମର୍ଦ୍ଦଖୟ ଉପରେ ହସ୍ତକ୍ଷେପ କରିବାକୁ ଲଘୁ ମଣିଲା। କାରଣ ସେମାନେ ତାହାକୁ ମର୍ଦ୍ଦଖୟର ବଂଶୀୟ ଲୋକଙ୍କ କଥା ଜଣାଇଲେ। ତେଣୁ ହାମନ୍ ଅକ୍ଷଶ୍ୱେରଶର ସମୁଦାୟ ରାଜ୍ୟରେ ସମସ୍ତ ଯିହୁଦୀୟଙ୍କୁ ଅର୍ଥାତ୍ ମର୍ଦ୍ଦଖୟର ଲୋକଙ୍କୁ ବିନାଶ କରିବାକୁ ଚେଷ୍ଟା କଲା।

Gade chapit la Kopi




ଏଷ୍ଟର 3:6
6 Referans Kwoze  

ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”


ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ(ଶୟତାନ) ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି ।


ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।


ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, “ହାମନ୍‍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”


“ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।”


କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;


Swiv nou:

Piblisite


Piblisite