Biblia Todo Logo
Bib sou entènèt

- Piblisite -




ଏଷ୍ଟର 4:10 - ଓଡିଆ ବାଇବେଲ

10 ଏଉତ୍ତାରୁ ଏଷ୍ଟର ହଥକ୍‍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଉତ୍ତାରୁ ଏଷ୍ଟର ହଥକ୍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲା, ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଉତ୍ତାରୁ ଏଷ୍ଟର ହଥକ୍‍କୁ ଏହି କଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲେ, ଯଥା,

Gade chapit la Kopi

ପବିତ୍ର ବାଇବଲ

10 ଏହା ପରେ ଏଷ୍ଟର ହଥକକୁ ଏହିକଥା କହି ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ଆଜ୍ଞା କଲା।

Gade chapit la Kopi




ଏଷ୍ଟର 4:10
3 Referans Kwoze  

ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍‍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କ’ଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।


ତହୁଁ ହଥକ୍‍ ଆସି ମର୍ଦ୍ଦଖୟର କଥା ଏଷ୍ଟରଙ୍କୁ ଜଣାଇଲେ।


“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”


Swiv nou:

Piblisite


Piblisite