Biblia Todo Logo
Bib sou entènèt

- Piblisite -




ଏଷ୍ଟର 5:13 - ଓଡିଆ ବାଇବେଲ

13 ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟକୁ ରାଜଦ୍ଵାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ଯେପର୍ଯ୍ୟନ୍ତ ମୁଁ ଯିହୁଦୀୟ ମର୍ଦ୍ଦଖୟଙ୍କୁ ରାଜଦ୍ୱାରରେ ବସିବାର ଦେଖୁଥିବି, ସେପର୍ଯ୍ୟନ୍ତ ଏହିସବୁରେ ମୋହର କିଛି ଫଳ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ମୁଁ ପ୍ରତ୍ୟେକଥର ଯିହୁଦୀ ମର୍ଦ୍ଦଖୟକୁ ରାଜାଙ୍କ ଫାଟକରେ ବସିବାର ଦେଖେ, ଏହାସବୁ ମୋର କିଛି ଭଲ କରେ ନାହିଁ।”

Gade chapit la Kopi




ଏଷ୍ଟର 5:13
9 Referans Kwoze  

ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।


ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।


କ୍ରୋଧରେ ଆପଣାକୁ ବିଦୀର୍ଣ୍ଣ କରୁଅଛ ଯେ ତୁମ୍ଭେ, ତୁମ୍ଭ ପାଇଁ କ’ଣ ପୃଥିବୀ ପରିତ୍ୟକ୍ତ ହେବ ? ଅବା ଶୈଳ କ’ଣ ସ୍ୱସ୍ଥାନରୁ ଦୂରୀକୃତ ହେବ ?


ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍‍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ।


ତହିଁରେ ସେହିଦିନ ହାମନ୍‍ ଆନନ୍ଦିତ ଓ ହୃଷ୍ଟଚିତ୍ତ ହୋଇ ବାହାରକୁ ଗଲା; ମାତ୍ର ହାମନ୍‍ ରାଜଦ୍ୱାରରେ ଆପଣା ସମ୍ମୁଖରେ ମର୍ଦ୍ଦଖୟଙ୍କୁ ଉଠି ଠିଆ ନ ହେବାର କିଅବା ପ୍ରଣାମ ନ କରିବାର ଦେଖି ସେ ମର୍ଦ୍ଦଖୟ ବିରୁଦ୍ଧରେ କ୍ରୋଧରେ ପରିପୂର୍ଣ୍ଣ ହେଲେ।


ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ରହୂମ୍‍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା,


ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।


Swiv nou:

Piblisite


Piblisite