Biblia Todo Logo
Bib sou entènèt

- Piblisite -




ଏଷ୍ଟର 5:5 - ଓଡିଆ ବାଇବେଲ

5 ଏଥିରେ ରାଜା କହିଲେ, “ଏଷ୍ଟରଙ୍କ କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍‍କୁ କୁହ;” ଏଥିଉତ୍ତାରେ ରାଜା ଓ ହାମନ୍‍ ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିରେ ରାଜା କହିଲା, ଏଷ୍ଟରର କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍କୁ କୁହ; ଅନନ୍ତର ରାଜା ଓ ହାମନ୍ ଏଷ୍ଟରର ପ୍ରସ୍ତୁତ ଭୋଜକୁ ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିରେ ରାଜା କହିଲେ, “ଏଷ୍ଟରଙ୍କ କଥାନୁସାରେ ଶୀଘ୍ର କର୍ମ କରିବା ପାଇଁ ହାମନ୍‍କୁ କୁହ;” ଏଥିଉତ୍ତାରେ ରାଜା ଓ ହାମନ୍‍ ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

5 ଏହା ପରେ ରାଜା କହିଲେ, “ହାମ‌ନ୍‌କୁ ଶୀଘ୍ର ଆଣ, ତାହାହେଲେ ଏଷ୍ଟର ଯାହା କହିଛନ୍ତି ଆମ୍ଭେ ତାହା କରି ପାରିବୁ।” ଏହା ପରେ ରାଜା ଓ ହାମନ୍ ଏଷ୍ଟରର ପ୍ରସ୍ତୁତ ନୈଶ ଭୋଜିକୁ ଆସିଲେ।

Gade chapit la Kopi




ଏଷ୍ଟର 5:5
2 Referans Kwoze  

ସେମାନେ ତାହା ସହିତ ଏରୂପ କଥାବାର୍ତ୍ତା କରୁ କରୁ ରାଜନପୁଂସକମାନେ ଆସି ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ହାମନ୍‍କୁ ନେବା ପାଇଁ ଚଞ୍ଚଳ ହେଲେ।


ଏଷ୍ଟର ଉତ୍ତର କଲେ, “ଯେବେ ମହାରାଜାଙ୍କ ଦୃଷ୍ଟିରେ ଭଲ ଦିଶେ, ତେବେ ମୁଁ ଆପଣଙ୍କ ପାଇଁ ଯେଉଁ ଭୋଜ ପ୍ରସ୍ତୁତ କରିଅଛି, ମହାରାଜ ଓ ହାମନ୍‍ ଆଜି ସେହି ଭୋଜକୁ ଆଗମନ କରନ୍ତୁ।”


Swiv nou:

Piblisite


Piblisite