Biblia Todo Logo
Bib sou entènèt

- Piblisite -




ଏଷ୍ଟର 6:5 - ଓଡିଆ ବାଇବେଲ

5 ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ,” ଦେଖନ୍ତୁ, ହାମନ୍‍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତେଣୁ ରାଜାର ଦାସମାନେ ତାହାକୁ କହିଲେ, ଦେଖନ୍ତୁ, ହାମନ୍ ପ୍ରାଙ୍ଗଣରେ ଠିଆ ହୋଇଅଛି। ତେବେ ରାଜା କହିଲା, ସେ ଭିତରକୁ ଆସୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତେଣୁ ରାଜାଙ୍କ ଦାସମାନେ ତାହାଙ୍କୁ କହିଲେ, ଦେଖନ୍ତୁ, “ହାମନ୍‍ ପ୍ରାଙ୍ଗଣରେ ଠିଆ ହୋଇଅଛି।” ତେବେ ରାଜା କହିଲେ, “ସେ ଭିତରକୁ ଆସୁ।”

Gade chapit la Kopi

ପବିତ୍ର ବାଇବଲ

5 ତେଣୁ ରାଜାଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ହାମନ୍ ପ୍ରାଙ୍ଗଣରେ ଛିଡ଼ା ହୋଇଅଛି।” ତେଣୁ ରାଜା କହିଲେ, “ସେ ଭିତରକୁ ଆସୁ।”

Gade chapit la Kopi




ଏଷ୍ଟର 6:5
2 Referans Kwoze  

ତହୁଁ ରାଜା ପଚାରିଲେ, “ପ୍ରାଙ୍ଗଣରେ କିଏ କିଛି ?” ଏହି ସମୟରେ ହାମନ୍‍ ଆପଣା ପ୍ରସ୍ତୁତ ଫାଶୀକାଠରେ ମର୍ଦ୍ଦଖୟଙ୍କୁ ଫାଶୀ ଦେବା ପାଇଁ ରାଜାକୁ କହିବା ନିମନ୍ତେ ରାଜଗୃହର ବାହାର ପ୍ରାଙ୍ଗଣକୁ ଆସିଥିଲେ।


ତହିଁରେ ହାମନ୍‍ ଭିତରକୁ ଆସନ୍ତେ, ରାଜା ତାହାଙ୍କୁ କହିଲେ, “ରାଜା ଯାହାକୁ ସମ୍ମାନ କରିବାକୁ ତୁଷ୍ଟ ହୁଅନ୍ତି, ତାହା ପ୍ରତି କଅଣ କରାଯିବ ?” ହାମନ୍‍ ମନେ ମନେ ଭାଳିଲେ, ରାଜା ମୋ’ ବିନୁ ଆଉ କାହାକୁ ସମ୍ମାନ କରିବାକୁ ଅଧିକ ତୁଷ୍ଟ ହେବେ ?


Swiv nou:

Piblisite


Piblisite