Biblia Todo Logo
Bib sou entènèt

- Piblisite -




ଏଷ୍ଟର 7:1 - ଓଡିଆ ବାଇବେଲ

1 ଏହିରୂପେ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍‍ ଭୋଜନ କରିବାକୁ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏହି ରୂପେ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍ ଭୋଜନ କରିବାକୁ ଉପସ୍ଥିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହିରୂପେ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍‍ ଭୋଜନ କରିବାକୁ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

1 ତେଣୁ ଏଷ୍ଟର ରାଣୀ ସହିତ ରାଜା ଓ ହାମନ୍ ଦ୍ରାକ୍ଷାରସ ପାନ କରିବାକୁ ଗଲେ।

Gade chapit la Kopi




ଏଷ୍ଟର 7:1
4 Referans Kwoze  

ମୁଁ ଯେବେ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ପୁଣି ମୋହର ନିବେଦନୀୟ ବିଷୟ ଦେବାକୁ ଓ ପ୍ରାର୍ଥନା ସିଦ୍ଧ କରିବାକୁ ଯେବେ ମହାରାଜ ତୁଷ୍ଟ ହୁଅନ୍ତି, ତେବେ ମୁଁ ଯେଉଁ ଭୋଜ ଆପଣମାନଙ୍କ ନିମନ୍ତେ ପ୍ରସ୍ତୁତ କରିବି, ତହିଁକି ମହାରାଜ ଓ ହାମନ୍‍ ଆସନ୍ତୁ, ମୁଁ କାଲି ମହାରାଜାଙ୍କ ଆଜ୍ଞାନୁସାରେ କହିବି।”


ଆଉ, ଧାବକଗଣ ରାଜାଜ୍ଞା ପାଇ ଶୀଘ୍ର ବାହାରି ଗଲେ, ପୁଣି ସେହି ଆଜ୍ଞା ଶୂଶନ୍‍ ରାଜଧାନୀରେ ପ୍ରକାଶିତ ହେଲା, ତହୁଁ ରାଜା ଓ ହାମନ୍‍ ପାନ କରିବାକୁ ବସିଲେ, ମାତ୍ର ଶୂଶନ୍‍ ନଗର ଉଦ୍‍ବିଗ୍ନ ହେଲା।


ସେମାନେ ତାହା ସହିତ ଏରୂପ କଥାବାର୍ତ୍ତା କରୁ କରୁ ରାଜନପୁଂସକମାନେ ଆସି ଏଷ୍ଟରଙ୍କ ପ୍ରସ୍ତୁତ ଭୋଜକୁ ହାମନ୍‍କୁ ନେବା ପାଇଁ ଚଞ୍ଚଳ ହେଲେ।


ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”


Swiv nou:

Piblisite


Piblisite