Biblia Todo Logo
Bib sou entènèt

- Piblisite -




ଏଷ୍ଟର 7:5 - ଓଡିଆ ବାଇବେଲ

5 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ ? ଓ ସେ କେଉଁଠାରେ ଅଛି ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିରେ ଅକ୍ଷଶ୍ଵେରଶ ରାଜା ଏଷ୍ଟର ରାଣୀକି କହିଲା, ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?”

Gade chapit la Kopi

ପବିତ୍ର ବାଇବଲ

5 ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକି କହିଲା, “ଯେ ଏପର୍ଯ୍ୟନ୍ତ କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି। ସେ କିଏ ଓ ସେ କେଉଁଠାରେ ଅଛି?”

Gade chapit la Kopi




ଏଷ୍ଟର 7:5
5 Referans Kwoze  

ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?


ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯଦି ସେ ନ କରନ୍ତି, ତେବେ ଆଉ କିଏ ?


ସେତେବେଳେ ଇସ୍‍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋ’ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”


କାରଣ ଆମ୍ଭେମାନେ, ମୁଁ ଓ ମୋହର ଲୋକମାନେ ସଂହାରିତ ଓ ହତ ଓ ବିନଷ୍ଟ ହେବା ନିମନ୍ତେ ବିକ୍ରିତ ହୋଇଅଛୁ। ଯଦି ଆମ୍ଭେମାନେ କେବଳ ଦାସ ଓ ଦାସୀ ହେବା ପାଇଁ ବିକ୍ରିତ ହୋଇଥା’ନ୍ତୁ, ତେବେ ଶତ୍ରୁ ମହାରାଜାଙ୍କର ଏହି କ୍ଷତି ପରିଶୋଧ କରି ନ ପାରିଲେ ହେଁ ମୁଁ ନୀରବ ହୋଇ ରହନ୍ତି।”


ଏଷ୍ଟର କହିଲେ, “ଏହି ଦୁଷ୍ଟ ହାମନ୍‍ ଜଣେ ବିପକ୍ଷ ଓ ଶତ୍ରୁ ଅଟେ;” ତହିଁରେ ରାଜା ଓ ରାଣୀଙ୍କ ସାକ୍ଷାତରେ ହାମନ୍‍ ଭୀତ ହେଲେ।


Swiv nou:

Piblisite


Piblisite