Biblia Todo Logo
Bib sou entènèt

- Piblisite -




ଏଷ୍ଟର 8:12 - ଓଡିଆ ବାଇବେଲ

12 ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପ୍ରତ୍ୟେକ ନଗରର ସବୁ ଯିହୁଦୀୟଙ୍କୁ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣରକ୍ଷାର୍ଥେ ଠିଆ ହେବାକୁ, ପୁଣି ଯେଉଁ ଗୋଷ୍ଠୀ ଓ ପ୍ରଦେଶ ସେମାନଙ୍କର ବିପକ୍ଷତା କରିବେ, ସେମାନଙ୍କ ସାମର୍ଥ୍ୟ ଓ ସେମାନଙ୍କ ବାଳକ ଓ ସ୍ତ୍ରୀସକଳକୁ ସଂହାର ଓ ବଧ ଓ ବିନାଶ କରିବାକୁ, ପୁଣି ସେମାନଙ୍କର ସମସ୍ତ ଦ୍ରବ୍ୟ ଲୁଟିବାକୁ ରାଜା ଅନୁମତି ଦେଲେ।

Gade chapit la Kopi

ପବିତ୍ର ବାଇବଲ

12 ସେଦିନ ଥିଲା ଅକ୍ଷଶ୍ୱେରଶ ରାଜାଙ୍କର ତ୍ରୟୋଦଶ ଦିନ ଦ୍ୱାଦଶ ମାସର ଅଦାର ମାସରେ। ଯିହୁଦୀୟମାନଙ୍କୁ ସବୁ ପ୍ରଦେଶରେ ପ୍ରଗ୍ଭର କରିବା ପାଇଁ, ରାଜା ଅନୁମତି ଦେଇଥିଲେ।

Gade chapit la Kopi




ଏଷ୍ଟର 8:12
5 Referans Kwoze  

ଏଥି ମଧ୍ୟରେ ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର କାର୍ଯ୍ୟକାରୀ ସମୟ ନିକଟ ହେଲା; ଅର୍ଥାତ୍‍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟଣା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।


ଆଉ, ଅକ୍ଷଶ୍ୱେରଶର ସମୟରେ ତାହାର ରାଜତ୍ଵର ଆରମ୍ଭରେ ସେମାନେ ଯିହୁଦା ଓ ଯିରୂଶାଲମ ନିବାସୀମାନଙ୍କ ବିରୁଦ୍ଧରେ ଏକ ଅପବାଦପତ୍ର ଲେଖିଲେ।


Swiv nou:

Piblisite


Piblisite