Biblia Todo Logo
Bib sou entènèt

- Piblisite -




ଏଷ୍ଟର 8:13 - ଓଡିଆ ବାଇବେଲ

13 ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ସେହି ଦିନ ଯେପରି ଯିହୁଦୀୟମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରିଶୋଧ ନେବାକୁ ପ୍ରସ୍ତୁତ ହେବେ, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଓ ସମୁଦାୟ ଲୋକଙ୍କ ନିକଟରେ ପ୍ରଚାରିତ ହେବା ନିମନ୍ତେ ସେହି ଆଜ୍ଞାପତ୍ରର ଏକ ପ୍ରତିଲିପି ଦିଆଗଲା।

Gade chapit la Kopi

ପବିତ୍ର ବାଇବଲ

13 ସେହି ଚିଠିର ଏକ ନକଲ ରାଜାଙ୍କର ଏକ ଆଜ୍ଞାପତ୍ର ଗ୍ଭରି ଆଡ଼କୁ ପଠା ଯାଇଥିଲା। ଏହା ଏକ ବ୍ୟବସ୍ଥା ଥିଲା, ଏହି ନିର୍ଦ୍ଦେଶ ସବୁ ପ୍ରଦେଶରେ ନିୟମରେ ପରିଣତ କରାଗଲା। ସେହି ରାଜ୍ୟରେ ବାସ କରୁଥିବା ସବୁଜାତୀୟ ଲୋକଙ୍କ ପାଇଁ ତାହା ପ୍ରଗ୍ଭରିତ ହେଲା। ସେ ଏପରି କରିଥିଲେ କାରଣ ଯିହୁଦୀୟମାନେ ସେହି ଦିନ ପାଇଁ ପ୍ରସ୍ତୁତ ହୋଇଥିଲେ। ଯିହୁଦୀୟମାନଙ୍କୁ ସୁଯୋଗ ଦିଆ ଯାଇଥିଲା ସେମାନଙ୍କର ଶତ୍ରୁମାନଙ୍କଠାରୁ ପ୍ରତିଶୋଧ ନେବା ପାଇଁ।

Gade chapit la Kopi




ଏଷ୍ଟର 8:13
9 Referans Kwoze  

ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ ?


ପୁଣି, ସେହି ଦିନ ନିମନ୍ତେ ସମସ୍ତ ଲୋକ ଯେପରି ପ୍ରସ୍ତୁତ ହୁଅନ୍ତି, ଏଥିପାଇଁ ପ୍ରତ୍ୟେକ ପ୍ରଦେଶରେ ଆଜ୍ଞା ପ୍ରଚାର କରିବାକୁ ଓ ଯାବତୀୟ ଲୋକଙ୍କୁ ଗୋଚର କରାଇବାକୁ ସେହି ଲିଖନର ପ୍ରତିଲିପି ଦିଆଗଲା।


ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?


ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ୱା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ।”


ସେତେବେଳେ ଶାମ୍‍ଶୋନ୍‍ ସଦାପ୍ରଭୁଙ୍କୁ ଡାକି କହିଲା, ହେ ପ୍ରଭୁ ସଦାପ୍ରଭୁ, ନିବେଦନ କରୁଅଛି, ମୋତେ ସ୍ମରଣ କର, ହେ ପରମେଶ୍ୱର, ନିବେଦନ କରୁଅଛି; ମୁଁ ଯେପରି ପଲେଷ୍ଟୀୟମାନଙ୍କଠାରୁ ଏକାବେଳକେ ମୋହର ଦୁଇ ଚକ୍ଷୁର ପରିଶୋଧ ନେଇ ପାରିବି, ଏଥିପାଇଁ କେବଳ ଏହିଥରକ ମୋତେ ବଳବାନ କର।


ତହିଁରେ ଦ୍ରୁତଗାମୀ ରାଜକୀୟ ଅଶ୍ୱାରୂଢ଼ ବାର୍ତ୍ତାବାହକମାନେ ରାଜାଜ୍ଞାରେ ତ୍ୱରିତ ପ୍ରବର୍ତ୍ତିତ ହୋଇ ଚାଲିଗଲେ; ପୁଣି, ଶୂଶନ୍‍ ରାଜଧାନୀରେ ସେହି ଆଜ୍ଞା ପ୍ରକାଶିତ ହେଲା।


Swiv nou:

Piblisite


Piblisite