ଏଷ୍ଟର 8:4 - ଓଡିଆ ବାଇବେଲ4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ଡ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲେ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, Gade chapit laପବିତ୍ର ବାଇବଲ (Re-edited) - (BSI)4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ତ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ଡ ବିସ୍ତାର କରନ୍ତେ, ଏଷ୍ଟର ଉଠି ରାଜା ଛାମୁରେ ଠିଆ ହୋଇ କହିଲେ, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ଯେବେ ମୁଁ ମହାରାଜାଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, Gade chapit laପବିତ୍ର ବାଇବଲ4 ତହିଁରେ ରାଜା ଏଷ୍ଟର ଆଡ଼େ ସୁବର୍ଣ୍ଣ ଦଣ୍ତ ବିସ୍ତାର କରନ୍ତେ ଏଷ୍ଟର ଉଠି ରାଜାଙ୍କ ଛାମୁରେ ଠିଆ ହେଲା। Gade chapit la |
“ବିନା ଡାକରାରେ ପୁରୁଷ କି ସ୍ତ୍ରୀ ଯେକେହି ଭିତର ପ୍ରାଙ୍ଗଣକୁ ରାଜାଙ୍କ ନିକଟକୁ ଯାଏ, ତାହାର ପ୍ରାଣଦଣ୍ଡ ହେବାର ଏକମାତ୍ର ଆଜ୍ଞା ଅଛି, କେବଳ ଯାହା ପ୍ରତି ରାଜା ସ୍ୱର୍ଣ୍ଣମୟ ରାଜଦଣ୍ଡ ବଢ଼ାନ୍ତି, ସେହି ବଞ୍ଚେ, ଏହା ରାଜାଙ୍କର ସବୁ ଦାସ ଓ ରାଜାଙ୍କର ସବୁ ପ୍ରଦେଶସ୍ଥ ଲୋକ ଜାଣନ୍ତି; ମାତ୍ର ଆଜକୁ ତିରିଶ ଦିନ ହେଲା ମୁଁ ରାଜାଙ୍କ ନିକଟକୁ ଯିବା ପାଇଁ ଡାକରା ପାଇ ନାହିଁ।”