Biblia Todo Logo
Bib sou entènèt

- Piblisite -




ଏଷ୍ଟର 9:12 - ଓଡିଆ ବାଇବେଲ

12 ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯିହୁଦୀୟମାନେ ଶୂଶନ୍‍ ରାଜଧାନୀରେ ପାଞ୍ଚ ଶତ ଲୋକ ଓ ହାମନ୍‍ର ଦଶ ପୁତ୍ରଙ୍କୁ ବଧ ଓ ବିନାଶ କରିଅଛନ୍ତି; ତେବେ ସେମାନେ ରାଜାଙ୍କ ଅବଶିଷ୍ଟ ପ୍ରଦେଶ ସକଳରେ କଅଣ କରି ନ ଥିବେ ! ଏବେ ତୁମ୍ଭର ନିବେଦନ କଅଣ ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ଆଉ ପ୍ରାର୍ଥନା କଅଣ ? ତାହା ସିଦ୍ଧ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ରାଜା ଏଷ୍ଟର ରାଣୀକି କହିଲା, ଯିହୁଦୀୟମାନେ ଶୂଶନ୍ ରାଜଧାନୀରେ ପାଞ୍ଚ ଶତ ଲୋକ ଓ ହାମନର ଦଶ ପୁତ୍ରଙ୍କୁ ବଧ ଓ ବିନାଶ କରିଅଛନ୍ତି; ତେବେ ସେମାନେ ରାଜାର ଅବଶିଷ୍ଟ ପ୍ରଦେଶସକଳରେ କଅଣ କରି ନ ଥିବେଣ! ଏବେ ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ଆଉ ପ୍ରାର୍ଥନା କଅଣ? ତାହା ସିଦ୍ଧ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯିହୁଦୀୟମାନେ ଶୂଶନ୍‍ ରାଜଧାନୀରେ ପାଞ୍ଚ ଶତ ଲୋକ ଓ ହାମନ୍‍ର ଦଶ ପୁତ୍ରଙ୍କୁ ବଧ ଓ ବିନାଶ କରିଅଛନ୍ତି; ତେବେ ସେମାନେ ରାଜାଙ୍କ ଅବଶିଷ୍ଟ ପ୍ରଦେଶ ସକଳରେ କଅଣ କରି ନ ଥିବେ! ଏବେ ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ଆଉ ପ୍ରାର୍ଥନା କଅଣ? ତାହା ସିଦ୍ଧ ହେବ।”

Gade chapit la Kopi

ପବିତ୍ର ବାଇବଲ

12 ତେଣୁ ରାଜା ରାଣୀ ଏଷ୍ଟରଙ୍କୁ କହିଲେ, “ଯିହୁଦୀୟମାନେ 500 ଲୋକଙ୍କୁ ଶୂଶ‌ନ୍‌ରେ ହତ୍ୟା କରିଛନ୍ତି, ସେମାନଙ୍କ ମଧ୍ୟରେ ହାମ‌ନ୍‌ର ଦଶପୁତ୍ର ଅନ୍ତର୍ଭୁକ୍ତ। ସେମାନେ ଅନ୍ୟ ପ୍ରଦେଶରେ ଯାହା କରିଛନ୍ତି ଟିକେ ଚିନ୍ତା କର! ବର୍ତ୍ତମାନ ମୋତେ କ’ଣ କରିବାକୁ ହେବ ବୋଲି ତୁମ୍ଭେମାନେ ଗ୍ଭହୁଁଛ? ମୋତେ କୁହ ଏବଂ ମୁଁ ତାହା କରିବି।”

Gade chapit la Kopi




ଏଷ୍ଟର 9:12
6 Referans Kwoze  

ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”


ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”


ଯେଉଁମାନେ ଶୂଶନ୍‍ ରାଜଧାନୀରେ ହତ ହେଲେ, ସେମାନଙ୍କର ସଂଖ୍ୟା ସେହି ଦିନରେ ରାଜା ଛାମୁକୁ ଆସନ୍ତେ,


ଆଉ, ଶୂଶନ୍‍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍‍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।


ପୁଣି, ରାଜା ତାହାଙ୍କୁ ପଚାରିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର କି ବାଞ୍ଛା ଓ କି ପ୍ରାର୍ଥନା ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ତୁମ୍ଭକୁ ଦତ୍ତ ହେବ।”


ସହସ୍ର ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କ'ଣ ଅଛି?


Swiv nou:

Piblisite


Piblisite