ଏଷ୍ଟର 9:4 - ଓଡିଆ ବାଇବେଲ4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ୍ ଥିଲେ ଓ ତାହାର ଯଶ ସର୍ବପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲା ଓ ତାହାର ଯଶ ସର୍ବପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଉତ୍ତରୋତ୍ତର ମହାନ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲେ ଓ ତାହାର ଯଶ ସର୍ବ ପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ। Gade chapit laପବିତ୍ର ବାଇବଲ4 କାରଣ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ଶକ୍ତିଶାଳୀ ଥିଲା ଓ ତାହାର ଯଶ ସର୍ବପ୍ରଦେଶରେ ପ୍ରଗ୍ଭରିତ ହେଲା ଏବଂ ମର୍ଦ୍ଦଖୟ ଲଗାତର ଭାବରେ ଅଧିକରୁ ଅଧିକ ଶକ୍ତିଶାଳୀ ହେଉଥିଲା। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।