Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 1:10 - ଓଡିଆ ବାଇବେଲ

10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି, ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଙ୍ଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଙ୍ଗେ ସାବଧାନ ହୋଇ ବ୍ୟବହାର କରୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଂଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଂଗେ ସାବଧାନ ହୋଇ ବ୍ୟବହାର କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି, ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଙ୍ଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଙ୍ଗେ ସାବଧାନ ହୋଇ ବ୍ୟବହାର କରୁ।”

Gade chapit la Kopi

ପବିତ୍ର ବାଇବଲ

10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି ସେଥିପାଇଁ ଆମ୍ଭମାନଙ୍କୁ ଯୋଜନା କରିବାକୁ ପଡ଼ିବ। ଯଦି ଯୁଦ୍ଧ ହୁଏ, ଇସ୍ରାଏଲୀୟମାନେ ଆମ୍ଭର ଶତ୍ରୁ ପକ୍ଷରେ ଯୋଗଦେଇ ପାରନ୍ତି। ତା'ପରେ ସେମାନେ ଆମ୍ଭମାନଙ୍କୁ ପରାସ୍ତ କରି ଦେଶରୁ ପ୍ରସ୍ଥାନ କରି ପାରନ୍ତି।”

Gade chapit la Kopi




ଯାତ୍ରା ପୁସ୍ତକ 1:10
13 Referans Kwoze  

ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥି ନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ ।


ସେମାନେ ଯଦି କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;


ସେ ଆପଣା ଲୋକମାନଙ୍କୁ ଘୃଣା କରିବା ପାଇଁ ଓ ଆପଣା ଦାସମାନଙ୍କ ସହିତ ଧୂର୍ତ୍ତ ବ୍ୟବହାର କରିବା ପାଇଁ ସେମାନଙ୍କ ମନ ପରିବର୍ତ୍ତନ କଲେ।


ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ।


ଦିନ ହୁଅନ୍ତେ ଯିହୂଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି, ଶପଥରେ ନିଜ ନିଜକୁ ଆବଦ୍ଧ କଲେ ।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦିଶେ, ମାତ୍ର ତହିଁର ଶେଷରେ ମୃତ୍ୟୁୁର ପଥ ଥାଏ।


ସେ ବୁଦ୍ଧିମାନ ଲୋକଙ୍କୁ ସେମାନଙ୍କ ଧୂର୍ତ୍ତତାରେ ଧରନ୍ତି ଓ କୁଟିଳମନାମାନଙ୍କ ମନ୍ତ୍ରଣା ଶୀଘ୍ର ବିଫଳ ହୁଏ।


ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ‍; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶାପଗ୍ରସ୍ତ ହୁଏ।


ମାତ୍ର ପଲେଷ୍ଟୀୟ ଅଧିପତିମାନେ ତାହା ଉପରେ କ୍ରୁଦ୍ଧ ହେଲେ ଓ ପଲେଷ୍ଟୀୟ ଅଧିପତିମାନେ ତାହାକୁ କହିଲେ, ତୁମ୍ଭେ ସେ ଲୋକକୁ ଫେରାଇ ଦିଅ, ତୁମ୍ଭେ ତାହା ପାଇଁ ଯେଉଁ ସ୍ଥାନ ନିରୂପଣ କରିଅଛ, ସେ ଆପଣାର ସେହି ସ୍ଥାନକୁ ଫେରିଯାଉ, ସେ ଆମ୍ଭମାନଙ୍କ ସଙ୍ଗରେ ଯୁଦ୍ଧକୁ ଯିବ ନାହିଁ, କେଜାଣି ଯୁଦ୍ଧ ସମୟରେ ସେ ଆମ୍ଭମାନଙ୍କର ବିପକ୍ଷ ହୋଇ ପଡ଼ିବ; ଏଇଟା ଆଉ କାହିଁରେ ଆପଣା ପ୍ରଭୁକୁ ପ୍ରସନ୍ନ କରିବ ? କି ଏହି ଲୋକମାନଙ୍କ ମସ୍ତକ ଦ୍ୱାରା ନୁହେଁ ?


Swiv nou:

Piblisite


Piblisite