Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 1:6 - ଓଡିଆ ବାଇବେଲ

6 ଏଥିଉତ୍ତାରେ ଯୋଷେଫ, ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅନନ୍ତର ଯୋଷେଫ ଓ ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିଉତ୍ତାରେ ଯୋଷେଫ, ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ।

Gade chapit la Kopi

ପବିତ୍ର ବାଇବଲ

6 ପରେ ଯୋଷେଫ ଓ ତାଙ୍କର ଭାଇମାନେ ତତ୍କାଳୀନ ସମସ୍ତ ଲୋକ ମଲେ।

Gade chapit la Kopi




ଯାତ୍ରା ପୁସ୍ତକ 1:6
5 Referans Kwoze  

ଏହି ପ୍ରକାରେ ଯୋଷେଫ ଶହେ ଦଶ ବର୍ଷ ବୟସରେ ମଲେ; ତହିଁରେ ସେମାନେ ତାଙ୍କର ଶବକୁ ପୂତିଘ୍ନ ଦ୍ରବ୍ୟ ଯୁକ୍ତ କରି ମିସର ଦେଶରେ ଏକ ସିନ୍ଦୁକ ମଧ୍ୟରେ ରଖିଲେ।


ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ।”


ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ।


ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।


Swiv nou:

Piblisite


Piblisite