ଯାତ୍ରା ପୁସ୍ତକ 10:2 - ଓଡିଆ ବାଇବେଲ2 ପୁଣି, ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।” Gade chapit laପବିତ୍ର ବାଇବଲ (Re-edited) - (BSI)2 ପୁଣି ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ଵରୂପେ ଯେ ଯେ କର୍ମ କରିଅଛୁ, ସେସବୁର ବୃତ୍ତା; ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି ଆମ୍ଭେ ଯେ ସଦାପ୍ରଭୁ - ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ ଭାରୀ କଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଆମ୍ଭେ ମିସରୀୟମାନଙ୍କ ପ୍ରତି ଯାହା ଯାହା କରିଅଛୁ ଓ ସେମାନଙ୍କ ମଧ୍ୟରେ ଆପଣାର ଚିହ୍ନ ସ୍ୱରୂପେ ଯେଉଁ ଯେଉଁ କର୍ମ କରିଅଛୁ, ସେସବୁର ବୃତ୍ତାନ୍ତ ତୁମ୍ଭେ ଯେପରି ଆପଣା ପୁତ୍ର ଓ ପୌତ୍ରର କର୍ଣ୍ଣଗୋଚରରେ କହିବ, ପୁଣି, ଆମ୍ଭେ ଯେ ସଦାପ୍ରଭୁ ଏହା ଜ୍ଞାତ ହେବ, ଏନିମନ୍ତେ ଆମ୍ଭେ ଫାରୋ ଓ ତାହାର ଦାସଗଣର ହୃଦୟ କଠିନ କଲୁ।” Gade chapit laପବିତ୍ର ବାଇବଲ2 ମୁଁ ଏପରି କଲି କାରଣ ତୁମ୍ଭେ ତୁମ୍ଭର ଭବିଷ୍ୟଦ୍ ବଂଶଧରମାନଙ୍କୁ କହିବାକୁ ସକ୍ଷମ ହେବ, ମୁଁ କିପରି ମିଶରୀୟମାନଙ୍କୁ ତାଚ୍ଛଲ୍ୟ କଲି ଏବଂ ଅଦ୍ଭୂତ କର୍ମ ବିଷୟରେ କହିପାରିବ ଯାହା ମୁଁ ମିଶରରେ କରିଅଛି। ଏହା ପରେ ତୁମ୍ଭେମାନେ ସମସ୍ତେ ଜାଣିବ ଯେ ମୁଁ ହେଉଛି ସଦାପ୍ରଭୁ।” Gade chapit la |
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।