ଯାତ୍ରା ପୁସ୍ତକ 10:21 - ଓଡିଆ ବାଇବେଲ21 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।” Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ହେତୁରୁ ଲୋକମାନେ ଦରାଣ୍ତି ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ହସ୍ତ ବିସ୍ତାର କର; ତହିଁରେ ମିସର ଦେଶରେ ଅନ୍ଧକାର ହେବ ଓ ଅନ୍ଧକାର ସକାଶୁ ଲୋକମାନେ ଦରାଣ୍ଡି ହେବେ।” Gade chapit laପବିତ୍ର ବାଇବଲ21 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ହସ୍ତ ଆକାଶ ଆଡ଼କୁ ଉଠାଅ। ତାହାହେଲେ ମିଶର ଦେଶ ଅନ୍ଧକାରରେ ଆଚ୍ଛାଦିତ ହେବ। ମିଶରୀୟମାନେ ଅନ୍ଧକାରରେ ଦରାଣ୍ଡି ହେବେ।” Gade chapit la |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।