ଯାତ୍ରା ପୁସ୍ତକ 10:7 - ଓଡିଆ ବାଇବେଲ7 ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ ?” ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ ? Gade chapit laପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ଵରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ସେବା କରିବା ପାଇଁ ଏମାନଙ୍କୁ ଛାଡ଼ି ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?” Gade chapit laପବିତ୍ର ବାଇବଲ7 ଏହା ପରେ ଫାରୋଙ୍କର କର୍ମଗ୍ଭରୀମାନେ ତାଙ୍କୁ କହିଲେ, “କେତେଦିନ ଯାଏ ଏ ମନୁଷ୍ୟ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ। ସେମାନଙ୍କୁ ଯିବାକୁ ଦିଅ ଏବଂ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ଉପାସନା କରିବାକୁ ଦିଅ। ତୁମ୍ଭେ ଅନୁଭବ କରୁ ନାହଁ କି ମିଶର ଧ୍ୱଂସ ହେଉଅଛି ବୋଲି?” Gade chapit la |
ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ିଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।