ଯାତ୍ରା ପୁସ୍ତକ 11:4 - ଓଡିଆ ବାଇବେଲ4 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟ ଦେଇ ଗମନ କରିବା।” Gade chapit laପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ମୋଶା କହିଲେ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଦୁଇପ୍ରହର ରାତ୍ରିରେ ମିସରର ମଧ୍ୟଦେଇ ଗମନ କରିବା। Gade chapit laପବିତ୍ର ବାଇବଲ4 ମୋଶା ଲୋକମାନଙ୍କୁ କହିଲେ, “ସଦାପ୍ରଭୁ କହନ୍ତି, ‘ଦୁଇପ୍ରହର ରାତ୍ରିରେ ମୁଁ ଆଜି ମିଶର ମଧ୍ୟଦେଇ ଗମନ କରିବି। Gade chapit la |
“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।