Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 12:10 - ଓଡିଆ ବାଇବେଲ

10 ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍‍ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯେବେ ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ପ୍ରଭାତ ଯାଏ ତହିଁର କିଛି ରଖିବ ନାହିଁ; ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତାହା ଅଗ୍ନିରେ ଭସ୍ମସାତ୍‍ କରିବ।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେ ନିଶ୍ଚିତ ତା'ର ମାଂସକୁ ସେହି ଦିନ ରାତ୍ରିରେ ଖାଇ ଶେଷ କରିବ। ଯଦି କିଛି ମାଂସ ପ୍ରଭାତ ପର୍ଯ୍ୟନ୍ତ ବଳିଯାଏ, ତେବେ ତାହାକୁ ନ ଖାଇ ଅଗ୍ନିରେ ଦ‌ଗ୍‌ଧ କରିବ।

Gade chapit la Kopi




ଯାତ୍ରା ପୁସ୍ତକ 12:10
9 Referans Kwoze  

ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।


ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।


ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍‍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।


ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃ କାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”


ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ।


ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।


Swiv nou:

Piblisite


Piblisite